Advertisment

ରାଜ୍ୟରେ ମରୁଡ଼ି ଶଙ୍କା ଜଳ ଜଳ: ଶୀଘ୍ର ବର୍ଷା ନହେଲେ ଜଳିଯିବ ଧାନ ତଳି

ମୌସୁମୀ ଋତୁରେ ବର୍ଷା ଉଭାନ, ସବୁଠି ମରୁଡ଼ି ଆସନ୍ନ। ରାଜ୍ୟର ଅଧିକାଂଶ ଜିଲ୍ଲାରେ ନିଅଣ୍ଟିଆ ବର୍ଷା କାରଣରୁ ଖରିଫ ଧାନ ଚାଷ ଏବର୍ଷ ମାଡ଼ ଖାଇବା ଆଶଙ୍କା। ପାଣିପାଗ ବିଭାଗ କହୁଛି- ୧୬ ଜିଲ୍ଲା ନିଅଣ୍ଟିଆ ବର୍ଷାର ସମ୍ମୁଖୀନ ହୋଇଛି। ଏଣେ ଚାଷୀ କହିଲେଣି- ତଳି ଜଳିଯାଉଛି ୨ରୁ ୩ଦିନ ଭିତରେ ବର୍ଷା ନହେଲେ ଗଜା ମରୁଡ଼ି ବି ନିଶ୍ଚିତ। ଆସନ୍ନ ମରୁଡ଼ି ଜଳ ଜଳ। ଆକାଶରେ ମେଘ ମାଳ ମାଳ, ହେଲେ ଟୋପାଏ ବର୍ଷୁନି। ଶ୍ରାବଣ ଅଧାରେ ଶୁଖିଲା ଜମିରେ ହଳ କରୁଛି ଚାଷୀ।

author-image
Sarbeswar

Odisha Farmers
Advertisment
Advertisment