By: Manoranjan Behera
Last updated: 09 December 2022, 10:25 PM IST
ଖାଲି କୋଠା ଠିଆ ହୋଇଛି । ରୋଗୀ ସେବା ପାଇଁ ନା ଅଛନ୍ତି ଆବଶ୍ୟକୀୟ ଡାକ୍ତର, କର୍ମଚାରୀ, ଆନୁସଙ୍ଗିକ ଯନ୍ତ୍ରପାତି ନା ଅଛନ୍ତି ମେଡିକାଲ୍ ପାଠ ପଢ଼ାଇବାକୁ ଆବଶ୍ୟକ ସଂଖ୍ୟକ ପ୍ରଫେସର ।