Snake Drinks Water From Human's Hand
Advertisment
ଖରାଦିନ ଆସିବା ପୂର୍ବରୁ ଆସିଲା ଏ ଭିଡିଓ । ଶୋଷରେ ଆଉଟୁ ପାଉଟୁ ହେଉଥିବା ଗୋଟିଏ ସାପ କିଭଳି ହାତରେ ଥିବା ପାଣିକୁ ଢକ ଢକ କରି ପିଇଯାଉଛି, ଦେଖନ୍ତୁ। ଭିଡିଓ ଦେଖିବା ପରେ ସୋସିଆଲ ମିଡିଆ ୟୁଜର୍ସ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ବି ବିଶ୍ୱାସକୁ ନେଇ ପାରୁ ନାହାନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us