ଆଜି ଥିଲା ରାଷ୍ଟ୍ରପତିଙ୍କ ପୁରୀ ଗସ୍ତର ଦ୍ୱିତୀୟ ଦିନ। ରାତି ପାହିଲା ବେଳକୁ ଚଳଚଞ୍ଚଳ ହୋଇଯାଇଥିଲା ବଡ଼ଦାଣ୍ଡ। ସୁରକ୍ଷାକର୍ମୀଙ୍କ ତନ୍ନତନ୍ନ ଯାଞ୍ଚ୍ ଚାଲିଥିଲା। ଦିନ ପ୍ରାୟ ସାଢ଼େ ୧୦ଟା ବେଳକୁ ପହଞ୍ଚିଲା ରାଷ୍ଟ୍ରପତିଙ୍କ କାର୍କେଡ୍।
Published: Satyendu Shekher Mishra
Last updated: 20 February 2022, 10:15 PM IST
ବଡ଼ ବଡ଼ ବିଲ୍ଡିଂରେ ଲୋକମାନଙ୍କ ଯିବା ଆସିବା ପାଇଁ ଲିଫ୍ଟର ବ୍ୟବସ୍ଥା ଥାଏ । ଲିଫ୍ଟରେ ଯିବା ସମୟରେ ସେଥିରେ ଲାଗିଥିବା ଦର୍ପଣ କେବେ ଦେଖିଛନ୍ତି କି? ଆପଣ ଭାବିଛନ୍ତି କି ଲିଫ୍ଟରେ କାହିଁକି ଦର୍ପଣ ଲଗାଯାଇଥାଏ? ଏହା ପଛରେ ଏକ ମଜାଦାର କାରଣ ରହିଛି । ଆସନ୍ତୁ ଜାଣିବା।