ଏଣିକି ମନ୍ଦିରରେ ଦକ୍ଷିଣା ମାଗିବେନି ସେବାୟତ। ମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କୁ ଉତ୍ତମ ବ୍ୟବହାର ସହ କରାଯିବ ସ୍ୱାଗତ। ସବୁ ସେବାୟତ ଓ ବ୍ରାହ୍ମଣଙ୍କୁ ଶପଥ ପାଠ କରାଇଲେ ସବ୍କଲେକ୍ଟର...ଜାଣନ୍ତୁ କେବେଠୁ ନିୟମ ହେବ ଲାଗୁ...
Published: Pallipuspa Samal
Last updated: 23 May 2022, 08:38 AM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।