Advertisment

ସହମତିରେ ଶାରୀରିକ ସଂପର୍କ ଦୁଷ୍କର୍ମ ନୁହେଁ: ଓଡ଼ିଶା ହାଇକୋର୍ଟ

ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ବିବାହର ପ୍ରତିଶ୍ରୁତି ଦେଇ ଦୁଇ ପ୍ରାପ୍ତ ବୟସ୍କଙ୍କ ମଧ୍ୟରେ ସହମତିରେ ଯୌନ ସମ୍ପର୍କକୁ ଦୁଷ୍କର୍ମ ଧରାଯିବନି ବୋଲି କହିଛନ୍ତି ହାଇକୋର୍ଟ । ଆବେଦନକାରୀ ମନୋରଞ୍ଜନ ଦାସଙ୍କ ପକ୍ଷରୁ ଦାୟର ଏକ ମାମଲାରେ ଜଷ୍ଟିସ ଆର.କେ. ପଟ୍ଟୟନାୟକ ସ୍ପଷ୍ଟ କରିଛନ୍ତି ଯେ, ଉତ୍ତମ ସମ୍ପର୍କ ଥାଇ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ମନ୍ଦ ଉଦ୍ଦେଶ୍ୟରେ ମିଛ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଏକା କଥା ନୁହେଁ ।

author-image
Sarbeswar

Orissa High Court Relationship
Advertisment
Advertisment