ଉଦଘାଟିତ ହେଲା ପୁରୀର ବହୁ ପ୍ରତିକ୍ଷୀତ ଶ୍ରୀଜଗନ୍ନାଥ ମେଡିକାଲ କଲେଜ୍ ଓ ହସପିଟାଲ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଡିକାଲ କଲେଜର ଉଦଘାଟନ କରିଛନ୍ତି। ଉଦଘାଟନ ସମାରୋହରେ ଭର୍ଚୁଆଲରେ ଉପସ୍ଥିତ ରହିଥିଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭୀୟ।