ଯାହାଙ୍କ ପାଇଁ ଦେଶ ଗର୍ବିତ, ଜନ୍ମମାଟି ବି ପରିଚିତ । ସେଇ ସୁନା ପୁଅ ସହିଦ ସରୋଜ ଦାସଙ୍କୁ ଝୁରୁଛି ଢେଙ୍କାନାଳର କେନ୍ଦୁଢ଼ିପ ଗାଁ ।