ଆଉ ଚଳିବନି ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍: ଜୁଲାଇ ପହିଲାରୁ ଉତ୍ପାଦନ, ବିକ୍ରି ଓ ବ୍ୟବହାର ସଂପୂର୍ଣ୍ଣ ନିଷେଧ ପାଇଁ କେନ୍ଦ୍ରର ନିର୍ଦ୍ଦେଶ
Published: Chandan Shishu
Last updated: 29 June 2022, 09:08 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।