ରାସ୍ତା ନୁହେଁ ତ ଗୋ-ଶାଳା । ସକାଳୁ ସଞ୍ଜ ବୁଲା ଗାଈଙ୍କ କବଜାରେ ଢେଙ୍କାନାଳ ମେଡିକାଲ ରାସ୍ତା । ସ୍ଥିତି ଏମିତି ହେଲାଣି ଯେ ଆମ୍ବୁଲାନ୍ସରୁ ହେଲ୍ପର୍ ବାହାରି ଗାଈଙ୍କୁ ସାଇଡ୍ କଲେ ଗାଡି ଆଗକୁ ବଢୁଛି...
Published By: Rajalaxmi Sahoo
Last updated: 21 September 2023, 12:14 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।