Advertisment

ପୁଣି ଦାୟିତ୍ୱ ନେଲେ ମୁଦିରସ୍ତ, ଶାଢ଼ୀ ବନ୍ଧାଇଲେ ନାରାୟଣ ମୁଦିରସ୍ତ

ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପ୍ରତିନିଧି ଭାବେ ଆଜି ପୁଣିଥରେ ଦାୟିତ୍ୱ ଗ୍ରହଣ କରିଛନ୍ତି ମୁଦିରସ୍ତ । ଏହି ଅବସରରେ ଗଜପତିଙ୍କ ଶ୍ରୀନଅରରେ ନୂତନ ମୁଦିରସ୍ତଙ୍କ ଶାଢ଼ୀ ବନ୍ଧା ନୀତି ଅନୁଷ୍ଠିତ ହୋଇଯାଇଛି । ମୁଦିରସ୍ତ ଭାବରେ ନାରାୟଣ ମୁଦିରସ୍ତ ଶାଢ଼ୀ ବନ୍ଧାଇଥିଲେ । ଗଜପତି ମହାରାଜାଙ୍କ ଦ୍ୱାରା ଶାଢ଼ୀ ବନ୍ଧା ନୀତି ସମ୍ପୂର୍ଣ୍ଣ ହୋଇଥିଲା । ରାଜଗୁରୁଙ୍କ ଦ୍ୱାରା ଏହି ସମସ୍ତ ନୀତି କରାଯାଇଥିଲା । ପୌଷପୂର୍ଣ୍ଣିମା ଅବସରରେ ଏହି ଶାଢ଼ୀ ବନ୍ଧା ନୀତି ସମ୍ପନ୍ନ ହୋଇଛି ।

author-image
Pallipuspa Samal

Puri Jagannath Temple Pushyabhisekh Niti
Advertisment
Advertisment