Special Story | 8 years in termite mound - OTV Special Story from Patnagarh
Advertisment
ବର୍ଷେ ନୁହେଁ କି ଦୁଇ ବର୍ଷ ନୁହେଁ। ୮ ବର୍ଷ ହେଲାଣି ଉଇ ହୁଙ୍କା ପରି ଘରେ ବିତୁଛି ଜୀବନ। ବଡ଼ବାବୁଙ୍କୁ ଗୁହାରି କରି କରି କେହି ଶୁଣିଲେନି କି ବୁଝିଲେନି। ଭିକ୍ଷାବୃତ୍ତି କରି କୋଉଦିନ ଦୁଇ ମୁଠା ଖାଉଛନ୍ତି ତ ଆଉ କୋଉଦିନ ଉପାସ ରହୁଛନ୍ତି....ଭୋଟ୍ ନେବାକୁ ସମସ୍ତେ ଆସିଲେ ହେଲେ ଘର ଖଣ୍ଡିଏ ବେଳକୁ ମୁହଁ ମୋଡ଼ିଲେ....ଦୁଃଖୀ ଦୁଃଖ ଶୁଣିବାକୁ କେହି ନାହାନ୍ତି....
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us