Special Story | Ace Sprinter Dutee Chand\'s Griha Pravesh With Family Into New Home
ପୂର୍ବରୁ ନିଜ ପରିବାର ସହ ବିବାଦକୁ ନେଇ ଚର୍ଚ୍ଚାକୁ ଆସିଥିବା ଅଲିମ୍ପିଆନ୍ ଦୂତି ଚାନ୍ଦ, ଏକ ଭଲ ଖବର ଦେଇଛନ୍ତି। ସେ ତାଙ୍କ ଗାଁରେ ଏକ ନୂଆ ଘର ତିଆରି କରି ସପରିବାରେ ଗୃହପ୍ରବେଶ କରିଛନ୍ତି। ବଡ଼କଥା ହେଉଛି, ଏଥିରେ ତାଙ୍କ ବାପା ମାଆ କର୍ତ୍ତା ସାଜିଥିଲେ। ତେଣୁ ସେମାନଙ୍କ ସହ ତାଙ୍କର ପୂର୍ବରୁ ଯେଉଁ ମତାନ୍ତର ଥିଲା, ବସ୍ତୁତଃ ତାହା ଶେଷ ହୋଇଥିବା ଅନୁମାନ କରାଯାଉଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)