Advertisment

ସୋସିଆଲ ମିଡିଆ ପୋଷ୍ଟକୁ ନେଇ ସାଇବର ଥାନାରେ ବର୍ଷା

ଅନୁଭବ, ବର୍ଷା ପାରିବାରିକ ବିବାଦରେ ନିଇତି ଯୋଡି ହେଉଛି ନୂଆ ଫର୍ଦ୍ଦ । ଦୁହିଁଙ୍କ ମଧ୍ୟରେ ଜାରି ରହିଛି ଆରୋପ-ପ୍ରତ୍ୟାରୋପ । ସୋସିଆଲ ମିଡିଆରେ ଅନୁଭବଙ୍କ ଭିଡିଓ ପୋଷ୍ଟକୁ ନେଇ ସାଇବର ଥାନାରେ ଏତଲା ଦେଇଛନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ।

author-image
Otv Khabar Bureau

ଅନୁଭବ, ବର୍ଷା ପାରିବାରିକ ବିବାଦରେ ନିଇତି ଯୋଡି ହେଉଛି ନୂଆ ଫର୍ଦ୍ଦ । ଦୁହିଁଙ୍କ ମଧ୍ୟରେ ଜାରି ରହିଛି ଆରୋପ-ପ୍ରତ୍ୟାରୋପ । ସୋସିଆଲ ମିଡିଆରେ ଅନୁଭବଙ୍କ ଭିଡିଓ ପୋଷ୍ଟକୁ ନେଇ ସାଇବର ଥାନାରେ ଏତଲା ଦେଇଛନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ।

Advertisment
Politics Anubhav Varsha
Advertisment
Advertisment