ଉଗ୍ରରୂପ ଧାରଣ କଲାଣି ପୁରୀ ସମୁଦ୍ର। ଘୋ ଘୋ ଗର୍ଜନ କରି ମାଡ଼ି ଆସୁଛି କୂଳକୁ...ଜୁଆର ମାଡରେ ଭାସିଯାଉଛି ବାଲିବସ୍ତା....ଝାଉଁ ଜଙ୍ଗଲକୁ ନିଜ ଗର୍ଭକୁ ନେବା ଉପରେ ସମୁଦ୍ର...ସେପଟେ କେଉଟଜଙ୍ଗାରେ ଖୋଳି ହୋଇଗଲାଣି ମୁହାଣ। ଚିନ୍ତାରେ ଅଂଚଳବାସୀ...