By: Rajalaxmi Sahoo
Last updated: 17 April 2022, 12:36 PM IST
ଧୋକା ଦେଲା ସାଙ୍ଗ। ଯାହାକୁ ଦିନେ ନିଜ ଜୀବନଠୁ ଅଧିକ ଭଲପାଉଥିଲେ...ନିଜ ପ୍ରେମିକାକୁ ନେଇଗଲା ସେଇ ଧୋକାବାଜ୍ ସାଙ୍ଗ...ସହିପାରିଲେନି ଧୋକା। ଶେଷରେ ନିରାଶ ହୋଇ କରିଦେଲେ ଆତ୍ମହତ୍ୟା, ଲେଖି ଦେଇଗଲେ ଚିଠି...