Advertisment

‘ମୋ ମାଆକୁ ଟିକେ ଦେଖିବି... ମତେ ସେମାନେ ମାରିଦେଲେ’

ପ୍ରେତାତ୍ମା କାନ୍ଦୁଛି। କାନ୍ଦି କାନ୍ଦି କହୁଛି ହତ୍ୟା କାହାଣୀ। ଏମିତି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋରରେ। ଗତ ମାସରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ହତ୍ୟା ଘଟଣା ପରେ ଗାଁରେ ଏବେ ଆଉ ଜଣେ ଯୁବତୀଙ୍କଠାରେ ମୃତ ଛାତ୍ରୀର ପ୍ରେତାତ୍ମା ଲାଗିଛି ବୋଲି ଲୋକେ କହୁଛନ୍ତି। ଏମିତି ଅନ୍ଧବିଶ୍ୱାସକୁ ଆମେ ପ୍ରଶ୍ରୟ ଦେଉନାହୁଁ।

author-image
Manoranjan Behera

ପ୍ରେତାତ୍ମା କାନ୍ଦୁଛି। କାନ୍ଦି କାନ୍ଦି କହୁଛି ହତ୍ୟା କାହାଣୀ। ଏମିତି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋରରେ। ଗତ ମାସରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ହତ୍ୟା ଘଟଣା ପରେ ଗାଁରେ ଏବେ ଆଉ ଜଣେ ଯୁବତୀଙ୍କଠାରେ ମୃତ ଛାତ୍ରୀର ପ୍ରେତାତ୍ମା ଲାଗିଛି ବୋଲି ଲୋକେ କହୁଛନ୍ତି। ଏମିତି ଅନ୍ଧବିଶ୍ୱାସକୁ ଆମେ ପ୍ରଶ୍ରୟ ଦେଉନାହୁଁ।

Advertisment
Blind Belief Special Story Spirit Of Girl
Advertisment
Advertisment