Advertisment

ଗୌରବ ଆଣିଲେ ଦୁଇ ଭାଇ.. ରଣପା ନୃତ୍ୟ କରି ରେକର୍ଡ କଲେ ବିଭୂଦତ୍ତ ଓ ବିଭାସ..

ଦେଖିବାକୁ କିନି ପିଲା ହୋଇଥିଲେ ବି ଲୋକକଳାକୁ ବଂଚାଇ ରଖିବାକୁ କରିଛନ୍ତି ପ୍ରୟାସ। ଗଂଜାମର ଅନନ୍ୟ ଲୋକକଳା ରଣପା ନୃତ୍ୟ ପରିବେଷଣ କରି ରାଜ୍ୟ ପାଇଁ ଆଣିଛନ୍ତି ଗୌରବ। ଦୁଇ ଖଣ୍ଡ ବାଉଁଶ ବାଡ଼ି ଉପରେ ନାଚି କରିଛନ୍ତି ରେକର୍ଡ। ଜାଣନ୍ତୁ, ବିଭୂଦତ୍ତ ସାହୁ ଓ ବିଭାସ ସାହୁଙ୍କ ସଫଳତାର କାହାଣୀ.

Special Story Dancing On Bamboo Brother Duo
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ