ଦିନେ ଗାଁ ଗାଁରେ ବୁଲି ଲୋକଙ୍କ ସେବା କରୁଥିଲେ, ହେଲେ ଆଜି ସାହାଯ୍ୟ ପାଇଁ ହାତ ଯୋଡୁଛନ୍ତି। ସ୍ୱାମୀଙ୍କର ଦୁଇଟି ଯାକ କିଡନୀ ଅଧିକାଂଶ ନଷ୍ଟ ହୋଇଗଲାଣି...ସେପଟେ ସ୍ତ୍ରୀଙ୍କୁ କ୍ୟାନସର। ଚିକିତ୍ସା ପାଇଁ ଘରଦ୍ୱାର ସବୁ ବିକ୍ରି ସରିଲାଣି ହେଲେ ଏବେ ବି ଟଙ୍କାର ରହିଛି ଅଭାବ...ଆପଣଙ୍କ ସହଯୋଗ ମିଳିଲେ...
Published: Pallipuspa Samal
Last updated: 23 August 2022, 08:15 AM IST
ଗତକାଲି ଆମକୁ ବ୍ୟକ୍ତିଗତ ଆକ୍ଷେପ କରାଯାଇଥିଲା । କ୍ଷମା ନ ମାଗିବା ଯାଏଁ ବଡୁ କଣ ତାହା ଦେଖେଇଦେବୁ ବୋଲି ଚେତାବନୀ ଶୁଣାଇଛନ୍ତି ବଡୁ ନିଯୋଗ ସମ୍ପାଦକ କମଳାକାନ୍ତ ବଡୁ।