ଅଦ୍ୟତନ ହୋଇଛି
Horse dies of thirst in Mayurbhanj
Advertisment
ଏ ଘୋଡାର ଦୋଷ କଣ? ମାଲିକକୁ ପିଠିରେ ବସାଇ ଦଉଡି ଦଉଡି ଥକି ପଡ଼ିଥିଲା ଏଇ ଘୋଡା...ରାସ୍ତା କଡରେ ମାଲିକ ନିଜେ ପାଣି ପିଇ ଦେଲା କିନ୍ତୁ ଘୋଡାକୁ ପାଣି ଦେଲାନି। ଶୋଷରେ ପାଣି ଖୋଜି ଖୋଜି ଏମିତି କ୍ଷୀପ୍ର ଗତିରେ ଦଉଡିଲା ଯେ...ଗଛରେ ପିଟି ହୋଇ ପ୍ରାଣ ହାରିଲା...ଦେଖନ୍ତୁ ଏଇ ହୃଦୟସ୍ପର୍ଶୀ କାହାଣୀ
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us