ସେ ଏକ ଲୁଗା ଦୋକାନର ସେଲ୍ସମ୍ଯାନ୍। କଳା କାରିଗରି ସହ ତାଙ୍କର କୌଣସି ସଂପର୍କ ନଥିଲା। ଦିନେ ରାତିରେ ସ୍ୱପ୍ନ ଦେଖିଲେ, ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଗଢୁଛନ୍ତି। ରାତି ପାହିଲା, ହଠାତ୍ ତାଙ୍କ ମନରେ ସାହସ ଆସିଲା, କିଛି ନଜାଣି ମଧ୍ୟ ସେ ସେବେଠୁ ଗଢ଼ିବା ଆରମ୍ଭ କଲେ କାଳିଆର ମୂର୍ତ୍ତି। ସେଦିନର ସେ ଅନୁଭୂତି ଥିଲା ଦେହ ଥରାଇ ଦେଲାପରି। ଆସନ୍ତୁ ଭେଟିବା ସେଲ୍ସମ୍ଯାନରୁ ମହାପ୍ରଭୁଙ୍କ କାରିଗର ପାଲଟି ଯାଇଥିବା ଏହି ବ୍ୟକ୍ତିଙ୍କୁ।
Published: Pallipuspa Samal
Last updated: 07 July 2022, 09:57 AM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।