Advertisment

ଏମାନଙ୍କ ଦୋଷ କଣ? ଘରେ ଚୁଲି ଜଳୁନି କି ଔଷଧ ଖାଇବାକୁ ପଇସା ନାହିଁ

ଜଣେ ଦିବ୍ୟାଙ୍ଗ ଓ ଆଉ ଜଣେ ମାନସିକ ଭାରସାମ୍ୟ ହରାଇ ଅସହାୟ। ସମାଜରେ ମଣିଷ ପରି ଜିଇଁବା ପାଇଁ ଚାହୁଁଛନ୍ତି। ହେଲେ ମିଳୁନି ସରକାରୀ ସହୟତା କି ସହଯୋଗ।

Advertisment

ଜଣେ ଦିବ୍ୟାଙ୍ଗ ଓ ଆଉ ଜଣେ ମାନସିକ ଭାରସାମ୍ୟ ହରାଇ ଅସହାୟ। ସମାଜରେ ମଣିଷ ପରି ଜିଇଁବା ପାଇଁ ଚାହୁଁଛନ୍ତି। ହେଲେ ମିଳୁନି ସରକାରୀ ସହୟତା କି ସହଯୋଗ। ଫଳରେ ଭାଗ୍ୟକୁ ଆଦରି ଭଙ୍ଗା କୁଡିଆରେ କାଟୁଛନ୍ତି ଦିନରାତି। ଦେଖନ୍ତୁ ଖଡିଆଳରୁ ଏହି ରିପୋର୍ଟ...

Advertisment
Special Story Divyanga & Mentally Disturbed
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ