ପୁଅ-ବୋହୂଙ୍କ ଅତ୍ୟାଚାରରେ ଅତିଷ୍ଠ ହେଲେଣି ବୁଢା ବାପା-ମାଆ। ଶାଶୂଙ୍କୁ ଚାକରାଣୀ ବୋଲି ଖଟାଉଥିଲା ବୋହୂ। କଥା ମାନିଲାନି ବୋଲି ବୁଢୀ କାଳରେ ଦାଆ ଧରି ହାତ କାଟିଲା, ଘୋଷାରି ଘୋଷାରି ଘରୁ ବାହାର କରିଦେଲା...ସେପଟେ ବାପାର ଡ୍ରେସ୍ ଚିରି ଘରୁ ବାହାର କରିଦେଲା କଳିଯୁଗର କୁଳାଙ୍ଗାର ପୁଅ
Published By: Otv Khabar Bureau
Last updated: 03 April 2022, 12:42 PM IST
ପ୍ଲିଜ୍ ପ୍ଲିଜ୍ ମତେ ଜମା ପଚାରନା। ମୋ ପାଟି ଥରିବ...ଏମିତିରେ ବି ଏ ୱାର୍ଡରେ ମୋ ଘର ନୁହେଁ । ମାରିଦେଲୁରେ ନାରଣ। ଆମେ କଣ ୱାର୍ଡ ୱାରି ପଚାରୁଛୁ ? ଆମେ ପଚାରୁଛୁ ଉତ୍କଳ ଦିବସ ପାଳନ ହୁଏ କାହିଁକି ? ଆଉ ତୁମେ ଏମିତି ଛାଟିପିଟି କାହିଁକି ହେଉଛ?