ଏ ସମ୍ପର୍କ ଯୁଗ ଯୁଗର। ଏ ବନ୍ଧୁତ୍ୱ ଜନ୍ମ ଜନ୍ମର। ବନ୍ଧୁର ଜୀବନ ବଞ୍ଚାଇବା ପାଇଁ ସାଙ୍ଗମାନଙ୍କର ଭିନ୍ନ ଏକ ପ୍ରୟାସ ସମାଜ ପାଇଁ ଏକ ନୂଆ ଦିଗଦର୍ଶନ ଦେଇଛି।
Published: Pallipuspa Samal
Last updated: 12 November 2022, 09:22 AM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।