Last updated: 16 October 2021, 08:44 AM IST
ଗାଈଟିଏ ବେଶୀ ଦିନର ହୋଇଗଲେ ଆମେ ତାକୁ ଅନ୍ୟ ହାତରେ ଟେକି ଦେଇଥାଉ। ଯେଉଁ ଗାଈର କ୍ଷୀର ଖାଇ ଆମେ ଶକ୍ତିଶାଳୀ ହୋଇଛୁ, ତାକୁ ମରଣ ମୁହଁକୁ ଠେଲି ଦେଲେ ଶାନ୍ତି ମିଳିନଥାଏ। ଏ କଥାକୁ ହୃଦୟଙ୍ଗମ କରି ଘଞ୍ଚ ଜଙ୍ଗଲ ମଧ୍ୟରେ ଗୋ-ଆଶ୍ରମଟିଏ ତିଆରି କରିଛନ୍ତି ଏ ବ୍ୟକ୍ତି...