ନିକଟରେ କଳିଙ୍ଗା ଘାଟି ମର୍ମନ୍ତୁଦ ଦୁର୍ଘଟଣାରେ ୬ ଜୀବନ ଯିବା ପରେ ପ୍ରଶ୍ନ ରାଜ୍ୟରେ କେତେ ସୁରକ୍ଷିତ ଘାଟି ରାସ୍ତା ? କଳିଙ୍ଗା, ଗଇଲୋ ଅବା କୋରାପୁଟ ସବୁଠି ପ୍ରଶାସନିକ ତ୍ରୁଟିକୁ ଦାୟୀ କରିଛନ୍ତି ସାଧାରଣ ଲୋକେ ଓ ସଡ଼କ ସୁରକ୍ଷା ବିଶେଷଜ୍ଞ ।