ଆଲୋକର ପର୍ବ ଦୀପାବଳି। ଏ ପର୍ବ ଖୁସିର ପର୍ବ, ଆନନ୍ଦର ପର୍ବ। ଦୀପାବଳି ଆସିଲେ ଯେଉଁ କାରିଗରଙ୍କ ମନରେ ଉତ୍ସାହ ବଢ଼ିଯାଏ ସେମାନେ ହେଉଛନ୍ତି କୁମ୍ଭକାର। ଚାଲନ୍ତୁ ଯିବା ସାଲେପୁରର ଏ ନିଆରା ଗାଁକୁ, ଯେଉଁଠି ଶତାଧିକ ପରିବାର ମାଟି ଦୀପ ଭରସାରେ ଜୀବିକା ନିର୍ବାହ କରନ୍ତି
Published: Pallipuspa Samal
Last updated: 16 October 2022, 01:43 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।