By: Pallipuspa Samal
Last updated: 07 October 2022, 12:22 PM IST
ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମୋ ଘର ଭାଙ୍ଗିଦେଲେ। ପୁଅ-ବୋହୂ, ନାତି-ନାତୁଣୀଙ୍କୁ ଧରି ମୁଁ ଯିବି କୁଆଡ଼େ? ଏ ବର୍ଷା ପାଣି ଦିନରେ ସାପ ବେଙ୍ଗ ଡର। ଘର ନାହିଁ। ଚୂଲି ନାହିଁ କି ଚାଳ ନାହିଁ। ମୁଁ କରିବି କଣ ? ହେ ନବୀନ ସରକାର ମତେ ଉଦ୍ଧାର କର