ସରପଂଚ ହେବ ତ ଏମିତି। ଗାଁ ରାସ୍ତା ପାଇଁ ଘରକୁ ଘର ବୁଲି ମାଗିଲେ ଭିକ। ପ୍ରଶାସନକୁ ବାରମ୍ବାର ଅଭିଯୋଗ ପରେ ବି ରାସ୍ତା କାମ ନହେବାରୁ ଏମିତି ଅଭିନବ ଉପାୟରେ ଭିକ ମାଗି ରାସ୍ତା ତିଆରି ପାଇଁ ନେଲେ ନିଷ୍ପତ୍ତି। ସେପଟେ ଜିଲ୍ଲାପାଳ କହିଲେ...
Published: Pallipuspa Samal
Last updated: 11 September 2022, 01:47 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।