କିମିଆ କରୁଛି ସାର୍ଙ୍କ ବଂଶୀ ସ୍ୱର। ସକାଳ ୧୦ ଟା ବାଜିଲା କ୍ଷଣି ସ୍କୁଲ ଆସିବାକୁ ଛାଟିପିଟି ହେଉଛନ୍ତି ପିଲା...ପ୍ରାର୍ଥନା ହେଉ କି ଜନ୍ମଦିନ ସବୁଠି ଶୁଭୁଛୁ ସାର୍ଙ୍କ ବଂଶୀ ସ୍ୱର
Published By: Otv Khabar Bureau
Last updated: 03 April 2022, 12:45 PM IST
ଅଧ୍ୟାପକରୁ ଅଟୋ ଡ୍ରାଇଭର। ଦିନେ ଇଂରାଜୀରେ ଅଧ୍ୟାପକ ଥିଲେ, ଏବେ ଅଟୋ ଡ୍ରାଇଭର ହେଲେ। ଚାକିରି ପରେ ପେନସନ୍ ନମିଳିବାରୁ ପରିବାର ଚଳାଇବା ପାଇଁ ବାଛି ନେଇଛନ୍ତି ଏମିତି ରାସ୍ତା...କହୁଛନ୍ତି ମୁଁ ରୋଡ୍ ରାଜା। ଯେତେବେଳେ ଇଚ୍ଛା ହେବ ଖଟିବି ଯେତେବେଳେ ଇଚ୍ଛା ହେବ ଶୋଇବି...