ଭୂତ ଖାଉଛି ପିଡିଏସ ସାମଗ୍ରୀ। ହିତାଧରକାରୀଙ୍କ ମୃତ୍ୟୁର ୫ ବର୍ଷ ପରେ ବି ପରିବାରକୁ ଅନ୍ଧାରରେ ରଖି ପିଡିଏସ ସାମଗ୍ରୀ ଉଠାଣ ହୋଇଥିବା ଅଭିଯୋଗ ଆସିଛି। ଏବେ ଜିଲ୍ଲାପାଳଙ୍କ ନିର୍ଦେଶକ୍ରମେ ତଦନ୍ତ ଆରମ୍ଭ ହୋଇଯାଇଛି...
Published: Otv Khabar Bureau
Last updated: 18 May 2022, 02:26 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।