Special Story
5T ନାଁରେ ବଦଳିଗଲା ସ୍କୁଲର ରଙ୍ଗ....ଖସିଲା ଟାଇଲ୍, ଫାଟିଲା ମୁଣ୍ଡ
ସରକାର କା ମାଲ୍ ଦରିଆ ମେ’ ଡାଲ୍ । 5T ନାଁରେ ବଦଳିଗଲା ସ୍କୁଲର ରଙ୍ଗ । ଆଉ ତା’ ପରେ ଖସିଲା ଟାଇଲ୍, ଫାଟିଲା ମୁଣ୍ଡ । ସାଜସଜ୍ଜାରେ ଲକ୍ଷ ଲକ୍ଷ ଟଙ୍କା ଉଠାଇ ଖର୍ଚ୍ଚ କରାଗଲା, ହେଲେ ମାତ୍ର କେତେଟା ବର୍ଷ ଯାଇଛି କି ନାହିଁ ସାମ୍ନାକୁ ଆସିଲା ଅସଲ ଚିତ୍ର ।
Special Story
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)