Rahul Sahoo
୧୦ ବର୍ଷର ପିଲା, ୮୦ ଫୁଟ୍ର ସରୁଆ ଗର୍ତ୍ତ ଓ ୧୦୮ ଘଣ୍ଟାର ସଂଘର୍ଷ । ଏଭଳି ସ୍ଥିତିରେ ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ମାନବୀୟ ଲୀଳା ଓ ରାହୁଲର ମୃତ୍ୟୁ ଜୟୀ କାହାଣୀକୁ ନେଇ ଚର୍ଚ୍ଚା । ପୁଅର ସୁରକ୍ଷିତ ଉଦ୍ଧାରଠୁ ନେଇ ସ୍ୱାସ୍ଥ୍ୟରେ ଦ୍ରୁତ ଉନ୍ନତିକୁ ଦେଖି ରାହୁଲର ବାପା କହିଛନ୍ତି ‘କେବଳ ଜଗନ୍ନାଥଙ୍କ ପାଇଁ ଏସବୁ ସମ୍ଭବ ହୋଇଛି । ପୁଅ ଭଲ ହେଲେ ଖୁବ୍ଶୀଘ୍ର ତାକୁ ନେଇ ଶ୍ରୀକ୍ଷେତ୍ର ଯିବି ।’
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)