• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Other Videos

୨୨ ବର୍ଷର ସ୍ଥିର ସରକାର। ଫୁଟିକିଆ ଘରେ ରହୁଛି ୫ ଫୁଟିଆ ମଣିଷ। ଖାଇବାକୁ ନାହିଁ ପିଇବାକୁ ନାହିଁ....ବର୍ଷା ହେଲେ ମୁଣ୍ଡ ଉପରେ ବର୍ଷୁଛି, ଖରା ହେଲେ ଟିଣ ଘରେ ଦେହ ଜଳିଯାଉଛି। ଘର ଖଣ୍ଡିଏ ପାଇଁ ଗୁହାରି କରି କରି ହାଲିଆ ହେଲେ ଲାଞ୍ଚ ବିନା ଘର ହେଉନି। ରାସନ କାର୍ଡ ନାହିଁ କି ଭତ୍ତା ନାହିଁ। ଅତି ଦୟନୀୟ ଅବସ୍ଥାରେ ଏମିତି ଘରେ ଜୀବନ ବିତାଉଛନ୍ତି ବାସନ୍ତୀ। ଦେଖନ୍ତୁ ଗ୍ରାଉଣ୍ଡ ଜିରୋରୁ ଏଇ ସ୍ୱତନ୍ତ୍ର ରିପୋର୍ଟ.....

Special Story | Woman forced to live in tattered house, seeks govt help