ସ୍ୱପ୍ନ ହୋଇଗଲା ଚୁରମାର। ସୈନିକ ପାଇଁ ଦୌଡୁ ଥିଲେ…ରାସ୍ତା ପଡିଯିବା ପରେ ଚାଲିଗଲା ଜୀବନ…ଦୁଇ ଭେଣ୍ଡିଆ ପୁଅଙ୍କୁ ହରାଇ ଭୋ ଭୋ କାନ୍ଦୁଛନ୍ତି ବାପା-ମାଆ…
Published: Pallipuspa Samal
Last updated: 13 November 2022, 12:21 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।