ପାର୍କ ଭିତରେ ପ୍ରଦୀପ ମହାରଥୀଙ୍କ ବିରାଟ ପ୍ରତିମୂର୍ତ୍ତି..ହେଲେ ଲତା ବୁଦା ଏମିତି ମାଡିଗଲାଣି ଯେ ତମ୍ପ, ବୋଡା, ନାଗ ଏଇଠି ଘର କଲେଣି.. ଏପରିକି ଚଢେଇ ମହାରଥୀଙ୍କ ପ୍ରତିମୂର୍ତ୍ତି ଉପରେ ମଳ ତ୍ୟାଗ କରୁଛନ୍ତି..ଖୋଦ ରୁଦ୍ର ମହାରଥୀ ଏଇ ପାର୍କର ଉଦଘାଟନ କରିଥିଲେ.
Published: Pallipuspa Samal
Last updated: 12 January 2023, 02:30 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।