• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Other Videos

ବେଳାଭୂମି, ଐତିହ୍ୟ ଓ ମନୋରମ ପରିବେଶ ସବୁକିଛି ଥାଉ ଥାଉ, ଆମ ରାଜ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାରେ ଏତେ ପଛରେ କାହିଁକି? ପ୍ରଚାର ପ୍ରସାର ଓ ଭିତ୍ତିଭୂମିର ଅଭାବ ପାଇଁ ଫିକା ପଡ଼ୁଛି କି ଆକର୍ଷଣ? କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରାଳୟର ଇଣ୍ଡିଆ ଟୁରିଜିମ୍ ଷ୍ଟାଟିଷ୍ଟିକ୍ସ ଅନୁଯାୟୀ  ୨୦୨୧ରେ ଉଭୟ ଭାରତୀୟ ଓ ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ଦୃଷ୍ଟିରୁ, ଶ୍ରେଷ୍ଠ ୧୦ ରାଜ୍ୟ ତାଲିକାରେ ସ୍ଥାନ ପାଇନି ଓଡ଼ିଶା ।

Odisha Tourism