ହାତରେ ଖାତା କଲମ ଧରିଛନ୍ତି,ଲୋକଙ୍କ ସବୁ ସମସ୍ୟାକୁ ଟିପି ରଖୁଛନ୍ତି। ନିର୍ବାଚନ ଜିତିବା ପରେ ପ୍ରତିଶ୍ରୁତି ରକ୍ଷା କରିବା ପାଇଁ ଏମିତି କାମ କରୁଛନ୍ତି ସରପଞ୍ଚ। ଆଉ ନେତାଙ୍କୁ ପାଖରେ ପାଇ ଖୁସିରେ ଗଦଗଦ ଜନତା
Published: Pallipuspa Samal
Last updated: 11 September 2022, 10:37 AM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।