Advertisment

ପୁଅ ହେବ ତ ଏମିତି ! ରୋଗଗ୍ରସ୍ତ ବାପାଙ୍କୁ ଧରି ବାଣ୍ଟୁଛନ୍ତି ଚିଠି

ଏ ଯୁଗର ଶ୍ରବଣ କୁମାର। ରୋଗାଗ୍ରସ୍ତ ବାପାଙ୍କୁ ଧରି ବାଣ୍ଟୁଛନ୍ତି ଡାକ...କରୋନା ସମୟରେ ପାରାଲିସିସ୍‌ ହେବା ପରେ ଚାଲି ପାରୁନାହାନ୍ତି ବାପା। ଆଉ ଚିଠି ଦେବା ପାଇଁ କ୍ୟାରିଅରକୁ ପଛରେ ପକାଇ ବାପାର ସେବା କରୁଛି ପୁଅ...

author-image
Pallipuspa Samal
ଅଦ୍ୟତନ ହୋଇଛି

ଏ ଯୁଗର ଶ୍ରବଣ କୁମାର। ରୋଗାଗ୍ରସ୍ତ ବାପାଙ୍କୁ ଧରି ବାଣ୍ଟୁଛନ୍ତି ଡାକ...କରୋନା ସମୟରେ ପାରାଲିସିସ୍‌ ହେବା ପରେ ଚାଲି ପାରୁନାହାନ୍ତି ବାପା। ଆଉ ଚିଠି ଦେବା ପାଇଁ କ୍ୟାରିଅରକୁ ପଛରେ ପକାଇ ବାପାର ସେବା କରୁଛି ପୁଅ...

Advertisment
Modern Day Shravan Kumar
Advertisment
Advertisment