ସରକାରୀ ଚାକିରିଆଙ୍କ ପାଇଁ ବଡ଼ ଖବର। ଏଣିକି ୫୦ ଡେଇଁଲେ ଆଉ କରିପାରିବେନି ଚାକିରି....ସରକାର ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କେବେଠାରୁ ଲାଗୁ ହେବ ନିୟମ
Published: Pallipuspa Samal
Last updated: 08 July 2022, 08:24 AM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।