vehicular movement affected
ଲାଇଫ୍ ଟାଇମ୍ ଆଚିଭ୍ମେଂଟ୍ ଆୱାର୍ଡ ପରେ ଭୁବନେଶ୍ୱର ଫେରିଲେ ନବୀନ। ବାସ୍...ରାଜଧାନୀର ରାଜରାସ୍ତା ଏମିତି ଜାମ୍ ହେଲା ଯେ ଟ୍ରାଫିକ୍ ଅବସ୍ଥା ପୂରା ବେହାଲ ହୋଇଗଲା। ଛକ ଛକରେ ଫସିରହିଲା ଆମ୍ବୁଲାନ୍ସ। ସାଇରନ୍ ମାରୁଥିଲେ ବି ଯିବାକୁ ନଥିଲା ରାସ୍ତା। ଏତେ ଲୋକ ଆସିବା ନେଇ ସୂଚନା ଥିବା ପରେ ବି କାହିଁକି ଆମ୍ବୁଲାନ୍ସ ପାଇଁ କରାଯାଇନଥିଲା ଗ୍ରୀନ କରିଡର? ରୋଗୀଙ୍କ ଜୀବନ ସହ ଖେଳିବାକୁ ୟାଙ୍କୁ ଅନୁମତି ଦେଲା କିଏ?
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)