e vehicle
Advertisment
ତୈଳ ଦରକୁ ନେଇ ଘନଉଛି ରାଜନୀତି । ଲାଗି ରହୁଛି ଆରୋପ-ପ୍ରତ୍ୟାରୋପ । ହେଲେ ପ୍ରଭାବ ଶୂନ । ଲୋକେ ବୁଝିଗଲେଣି ଏ ତୁଚ୍ଛା ରାଜନୀତିରୁ କିଛି ମିଳିବନି । ଏଥିଲାଗି ଇ-ଯାନ ଆଡ଼କୁ ମନ ବଳାଇଲେଣି । ଏପଟେ ଇ-ଯାନ ଉପରେ ରାଜ୍ୟ ସରକାରଙ୍କ ସବ୍ସିଡି ସେମାନଙ୍କ ଆଗ୍ରହକୁ ଦୁଇଗୁଣିତ କଲାଣି ।ତେବେ ଏ ପରିବେଶ ଅନୁକୂଳ ଯାନକୁ ଅଧିକ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏହାର ଭିତ୍ତିଭୂମି ଉପରେ ଗୁରୁତ୍ୱ ଦେବାର ସମୟ ଆସିଛି ବୋଲି ପରିବେଶବିତଙ୍କ ମତ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us