ଦୁଃଖକୁ ଦ୍ୱିଗୁଣିତ କରୁଛି ଅଘୋଷିତ ବିଜୁଳି କାଟ୍ । ରାଜ୍ୟର ଯେଉଁ କୋଣକୁ ନଜର ପକାଇବେ, ସେଇ ସମାନ ସ୍ଥିତି । ବିଜୁଳିର ଲୁଚକାଳି ଖେଳ ଯୋଗୁଁ ହନ୍ତସନ୍ତ ହେଉଛନ୍ତି ଲୋକେ । ଏହାକୁ ନେଇ ଆଜି ଉଦ୍ବେଗ ପ୍ରକାଶ କରିଛି ବିଧାନସଭାର ଶକ୍ତି ସମ୍ପର୍କିତ ଷ୍ଟାଣ୍ଡିଂ କମିଟି । ଟାଟା ପାୱାର କହିଛି, ଗତ ବର୍ଷ ମେଣ୍ଟେନାନ୍ସ ହୋଇ ନ ଥିବାରୁ ଏବେ ମେଣ୍ଟେନାନ୍ସ କାମ ଚାଲିଛି । ସେଥିପାଇଁ ବିଜୁଳି କାଟ୍ ହେଉଛି । ହେଲେ ଏଣିକି କେବଳ ସକାଳ ସମୟରେ ମେଣ୍ଟେନାନ୍ସ କରାଯିବ ।
Published: Satyendu Shekher Mishra
Last updated: 18 May 2022, 10:15 PM IST
ବଡ଼ ବଡ଼ ବିଲ୍ଡିଂରେ ଲୋକମାନଙ୍କ ଯିବା ଆସିବା ପାଇଁ ଲିଫ୍ଟର ବ୍ୟବସ୍ଥା ଥାଏ । ଲିଫ୍ଟରେ ଯିବା ସମୟରେ ସେଥିରେ ଲାଗିଥିବା ଦର୍ପଣ କେବେ ଦେଖିଛନ୍ତି କି? ଆପଣ ଭାବିଛନ୍ତି କି ଲିଫ୍ଟରେ କାହିଁକି ଦର୍ପଣ ଲଗାଯାଇଥାଏ? ଏହା ପଛରେ ଏକ ମଜାଦାର କାରଣ ରହିଛି । ଆସନ୍ତୁ ଜାଣିବା।