Odisha's 'Wonder' Girls
Advertisment
ଫୁଲବାଣୀର ଦୁଇ ଭଉଣୀଙ୍କ ଚମତ୍କାରୀ ଶକ୍ତି ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ । ଆଖିରେ ପଟି ବାନ୍ଧି ମଧ୍ୟ ବହିରେ ପାଠ ପଢୁଛନ୍ତି । ଆଶ୍ଚର୍ଯ୍ୟ ଲାଗିଲେ ବି କଥାଟି ସତ ଅଟେ । ଏହା ଏକ ଅଲୌକିକ ଶକ୍ତି ନା ଭଗବାନଙ୍କ ଶୁଭ ଦୃଷ୍ଟି ରହିଛି ଏହି ୨ ଭଉଣୀଙ୍କ ଉପରେ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us