Rahul
ବୋରୱେଲରେ ଫସିଥିବା ରାହୁଲକୁ ଉଦ୍ଧାର ପାଇଁ ୧୦୪ ଘଣ୍ଟାର ଅପରେସନ ଭିତରେ ଲୁଚିଛି ଲୋମଟାଙ୍କୁରା କାହାଣୀ । ଅପରେସନର ଶେଷ ପର୍ଯ୍ୟାୟରେ ନିଆଯାଇଥିଲା ଦେଶୀ ଯୁଗାଡ଼ର ସାହାଯ୍ୟ । କେମିତି ଆଇଡିଆ କାମ ଦେଲା, ଜାଞ୍ଜଗିରି-ଚାମ୍ପା ଜିଲ୍ଲାପାଳଙ୍କ କଥା ଶୁଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହେବେ । ସେପଟେ ଯେଉଁ ବୋରୱେଲ୍ ଭିତରେ ରାହୁଲ ପଡ଼ିଯାଇଥିଲା, ଖୋଳା ଯାଉଥିବା ସମୟରେ ସେ ଗାଁରେ ହିଁ ନଥିଲା ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)