Advertisment

ଛାତରୁ ପ୍ଲାଷ୍ଟର ଖସୁଛି, ଗଛ ମୂଳେ ବସିଛନ୍ତି କୁନି କୁନି ପିଲା...ସବୁ ଜାଣି ଚୁପ୍‌ ପ୍ରଶାସନ

ସ୍କୁଲ ଛାତରୁ ଖସୁଛି ପ୍ଲାଷ୍ଟର। କେତେବେଳେ ଏଇ କୁନି କୁନି ପିଲାଙ୍କ ଉପରେ ଭାଙ୍ଗିପଡ଼ିବ ଛାତ....ତା’ର କୌଣସି ଠିକ୍‌ଠିକଣା ନାହିଁ। ସୁରକ୍ଷିତ ପାଠ ପଢିବା ପାଇଁ ଇଚ୍ଛା ନଥିଲେ ବି ବାହାର ଗଛ ମୂଳେ ପିଲାଙ୍କୁ ବସାଇ ପାଠ ପଢାଉଛନ୍ତି ଶିକ୍ଷକ। ସବୁ ଜାଣିବା ପରେ ବି ଚୁପ୍‌ ବସିଛି ପ୍ରଶାସନ

author-image
Otv Khabar Bureau

ସ୍କୁଲ ଛାତରୁ ଖସୁଛି ପ୍ଲାଷ୍ଟର। କେତେବେଳେ ଏଇ କୁନି କୁନି ପିଲାଙ୍କ ଉପରେ ଭାଙ୍ଗିପଡ଼ିବ ଛାତ....ତା’ର କୌଣସି ଠିକ୍‌ଠିକଣା ନାହିଁ। ସୁରକ୍ଷିତ ପାଠ ପଢିବା ପାଇଁ ଇଚ୍ଛା ନଥିଲେ ବି ବାହାର ଗଛ ମୂଳେ ପିଲାଙ୍କୁ ବସାଇ ପାଠ ପଢାଉଛନ୍ତି ଶିକ୍ଷକ। ସବୁ ଜାଣିବା ପରେ ବି ଚୁପ୍‌ ବସିଛି ପ୍ରଶାସନ 

Advertisment
Poor Condition Special Story Basudevpur School Building
Advertisment
Advertisment