Advertisment

୨୦ ବର୍ଷ ପରେ ସୀମାରୁ ଫେରିଲା ପୁଅ, ସ୍ୱାଗତ ପାଇଁ ସାରା ଗାଁରେ ଉତ୍ସବ

ସେନା ବାହିନୀରେ ୨୦ ବର୍ଷର ଚାକିରି ପରେ ଗାଁକୁ ଫେରିଲା ଗାଁ ପୁଅ। ଏହା କିଛି କମ୍ ଗର୍ବର କଥା ନୁହେଁ। ଦେଶର ସୀମାରେ ୨୦ ବର୍ଷ ଧରି ସେବା କରିବା କାହା ଭାଗ୍ଯରେ ଯୁଟେ। ତେଣୁ ଗାଁ ପୁଅକୁ ସ୍ୱାଗତ କରିବାକୁ ଏକାଠି ହେଲେ ଗ୍ରାମବାସୀ। ଆଉ ତା ପରର ଦୃଶ୍ଯ ଦେଖିଲେ ଆପଣଙ୍କ ଆଖିକୁ ଲୁହ ଆସିଯିବ।

Receives Grand Welcome Special Story Retired Army Jawan
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ