ପ୍ରଶାସନକୁ ଲଜ୍ଜା। ବାରମ୍ବାର ଗୁହାରି ପରେ ବି ଶୁଣିଲାନି ପ୍ରଶାସନ। ନିଜ ସ୍କୁଲ ରାସ୍ତାକୁ ନିଜେ ତିଆରି କଲେ ପିଲା...ବଡବାବୁଙ୍କୁ ପଚାରିଲେ କହୁଛନ୍ତି, କ୍ୟାମେରା ଆଗରେ କିଛି କହିବିନି...
Published: Pallipuspa Samal
Last updated: 30 July 2022, 09:30 AM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।