ଶ୍ରୀମନ୍ଦିର ଐତିହ୍ୟ କରିଡ଼ର କାମ ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅପିଲ୍ କଲା INTACH । ଅସୁରକ୍ଷିତ ଐତିହ୍ୟସ୍ଥଳୀ ସଂରକ୍ଷଣ ଉପରେ କାର୍ଯ୍ୟରତ ସଂସ୍ଥା INTACH ଓଡ଼ିଶା ଚାପ୍ଟର ରାଜ୍ୟ ଆବାହକ ଅମିୟ ଭୂଷଣ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଚିଠିରେ ଲେଖିଛନ୍ତି, ଜଗନ୍ନାଥ ମନ୍ଦିର ଚୌହଦିର ଶହେ ମିଟର ନିଷିଦ୍ଧାଞ୍ଚଳରେ ଚାଲିଥିବା ନିର୍ମାଣ କାମ ଏଏସ୍ଆଇ ଅନୁମତିରେ ହେଉନାହିଁ