Advertisment

ଶ୍ରୀକ୍ଷେତ୍ରକୁ କରାନଯାଉ ପିକନିକ୍ ସ୍ପଟ୍-ଶଙ୍କରାଚାର୍ଯ୍ୟ

ମନ୍ଦିର ପରିକ୍ରମା ପ୍ରକଳ୍ପକୁ ପୁରୀ ଗୋବର୍ଦ୍ଧପୀଠ ଶଙ୍କରାଚାର୍ଯ୍ୟଙ୍କ ବିରୋଧ । ଗଜପତି ମହାରାଜା ଓ ଜିଲ୍ଲା ପ୍ରଶାସନ ସହ ଆଲୋଚାନ ପରେ ଗତକାଲି ସବୁ ରାଜନୈତିକ ଦଳ, ସାମାଜିକ ସଙ୍ଗଠନ, ଏଏସ୍‌ଆଇ, ଓବିସିସି, ସ୍ଥପତି, ଐତିହାସିକ, ଗବେଷକ ଓ ସେବାୟତଙ୍କ ସହ ଏହି ପ୍ରସଙ୍ଗରେ ଆଲୋଚନା କରିଥିଲେ ।

Lord Jagannath Shankaracharya
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ